ଭିକ ମାଗିବା ଉପରେ ବ୍ୟାନ ଲଗାଯାଇପାରିବନାହିଁ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପିଟିସନର ଶୁଣାଣି କରି ସୁପ୍ରିମକୋର୍ଟ ଭିକାରୀଙ୍କ ପୁନର୍ବାସ ଏବଂ ଟିକାକରଣକୁ ନେଇ କେନ୍ଦ୍ର ଏବଂ ଦିଲ୍ଲୀ ସରକାରଙ୍କଠାରୁ ଜବାବ ମାଗିଛନ୍ତି। ଫୁଟପାଥରେ ରହୁଥିବା ଲୋକ ଏବଂ ଭିକାରୀମାନଙ୍କୁ ଟିକାକରଣ ନେଇ କୋର୍ଟରେ ଏକ ପିଟିସନ ଦାଖଲ କରାଯାଇଥିଲା। ମଙ୍ଗଳବାର ଦିନ ଏହି ଶୁଣାଣି ସମୟରେ ସୁପ୍ରିମକୋର୍ଟ କହିଛନ୍ତି ଯେ ଭିକାରୀ ଏବଂ ଫୁଟପାଥରେ ରହୁଥିବା ଲୋକଙ୍କୁ ଏହି ଟିକା ଦିଆଯାଉ। ସୁପ୍ରିମକୋର୍ଟ ତାଙ୍କ ରାୟରେ … Continue reading ଭିକ ମାଗିବା ଉପରେ ବ୍ୟାନ ଲଗାଯାଇପାରିବନାହିଁ : ସୁପ୍ରିମକୋର୍ଟ