ରାଜ୍ୟରେ ମୌସୁମୀ ସକ୍ରିୟ : ଅଗଷ୍ଟ ୧ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ଦୁଇଦିନ ତଳେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ପଶ୍ଚିମବଙ୍ଗର ଗାଙ୍ଗେୟ ଅଞ୍ଚଳ ଓ ଝାଡ଼ଖଣ୍ଡ ଉପରେ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ବିହାର ଓ ଦକ୍ଷିଣ ଉତ୍ତରପ୍ରଦେଶ ଛୁଇଁବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ରିପୋର୍ଟ ଅନୁସାରେ ଏହି ଲଘୁଚାପ ପ୍ରଭାବରୁ ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ରହିଛି। … Continue reading ରାଜ୍ୟରେ ମୌସୁମୀ ସକ୍ରିୟ : ଅଗଷ୍ଟ ୧ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା