ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବନ୍ଦ

ନୂଆଦିଲ୍ଲୀ : ଦେଶରେ କରୋନା ମହାମାରୀର ୨ୟ ଲହରକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ବିମାନ ସେବା ଉପରେ ଲାଗୁ କଟକଣାକୁ ଆଉ ଏକ ମାସ ପାଇଁ ବଢାଇ ଦିଆଯାଇଛି। ପୂର୍ବରୁ ଜାରି କଟକଣା ଜୁଲାଇ ୩୧ରେ ସମାପ୍ତ ହେଉଥିବାବେଳେ ତାହାକୁ ଆସନ୍ତା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି। ଶୁକ୍ରବାର ବେସାମରିକ ବିମାନଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଜାରି ସର୍କୁଲାର ଅନୁସାରେ ଭାରତରୁ ଚଳାଚଳ କରୁଥିବା ଅନ୍ତର୍ଜାତୀୟ ବିମାନ ଚଳାଚଳ … Continue reading ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବନ୍ଦ