ରାଜଧାନୀରେ ଡେଙ୍ଗୁର ଘାତକ ଡି-୨ ଷ୍ଟ୍ରେନ୍‌

ଭୁବନେଶ୍ବର : ଡେଙ୍ଗୁର ଘାତକ ଡି-୨ ଷ୍ଟ୍ରେନ୍‌(ଡିଇଏନ୍‌ଭି-୨ ବା ଡେଙ୍ଗୁ ଭାଇରସ-୨)କୁ ଭୁବନେଶ୍ବରରେ ଠାବ କରାଯାଇଛି। ଏହାସହ ଡି-୧ ଓ ଡି-୨ ଷ୍ଟ୍ରେନ୍‌ର ସହ ସଂକ୍ରମଣ ମଧ୍ୟ ଦେଖିବାକୁ ମିଳିଛି। ଭୁବନେଶ୍ବରରେ ହଠାତ୍ ଡେଙ୍ଗୁ ସଂକ୍ରମଣ ବୃଦ୍ଧି ପାଇବା ପଛରେ ଏହି ଡି-୨ ଷ୍ଟ୍ରେନ୍‌ ରହିଥିବା କୁହାଯାଉଛି। ଏହି ଷ୍ଟ୍ରେନ୍‌ ଯୋଗୁଁ ରୋଗୀର ମୃତ୍ୟୁ ମଧ୍ୟ ହୋଇପାରେ। ଆଞ୍ଚଳିକ ଭେଷଜ ଗବେଷଣା ପରିଷଦ ବା ଆର୍‌ଏମ୍‌ଆର୍‌ସି ପକ୍ଷରୁ ହୋଇଥିବା ୫୬ … Continue reading ରାଜଧାନୀରେ ଡେଙ୍ଗୁର ଘାତକ ଡି-୨ ଷ୍ଟ୍ରେନ୍‌