ଭାରତ ପାଇଁ ଗୌରବ : ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଲେ ପିଭି ସିନ୍ଧୁ

ଟୋକିଓ: ଟୋକିଓରେ ଭାରତର ଟେକ ରଖିଲେ ପିଭି ସିନ୍ଧୁ। ଦେଶ ପାଇଁ ଆଣିଲେ ବ୍ରୋଞ୍ଜ ପଦକ। ଅଲିମ୍ପିକ୍ସରୁ ଆଜି ଭାରତ ପାଇଁ ଆସିଛି ଖୁସି ଖବର। ବ୍ୟାଡମିଣ୍ଟନରେ ପିଭି ସିନ୍ଧୁ ଜିତିଲେ ବ୍ରୋଞ୍ଜ ପଦକ। ଆଜି ଖେଳାଯାଇଥିବା ଦମଦାର ଟକ୍କରରେ ସିନ୍ଧୁ ଚାଇନାର ହେ ସେ ବିଙ୍ଗିଆଓଙ୍କୁ ଦୁଇଟି ସେଟରେ ପରାସ୍ତ କରି ଦେଶ ପାଇଁ ଆଣିଛନ୍ତି ମେଡାଲ। ତେବେ ଗତକାଲି ଖେଳାଯାଇଥିବା ମହିଳା ସିଙ୍ଗଲ୍ସ ବ୍ୟାଡମିଣ୍ଟନ ସେମିଫାଇନାଲରେ ପରାଜିତ … Continue reading ଭାରତ ପାଇଁ ଗୌରବ : ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଲେ ପିଭି ସିନ୍ଧୁ