କେରଳ ଓ ମହାରାଷ୍ଟ୍ରରେ ବ୍ୟାପୁଛି ଜିକା ଭାଇରସ୍

ମୁମ୍ବାଇ: ମହାରାଷ୍ଟ୍ରରେ ପ୍ରଥମ ଜିକା ଭାଇରସ ସଂକ୍ରମଣ ମାମଲା ପୁଣେ ଜିଲ୍ଲାରେ ଦେଖା ଦେଇଛି ବୋଲି ଅଧିକାରୀମାନେ ଶନିବାର କହିଛନ୍ତି ଏବଂ ଲୋକେ ଭୟଭୀତ ନ ହେବାକୁ ନିବେଦନ କରିଛନ୍ତି। ଏହି ରୋଗରେ ଆକ୍ରାନ୍ତ ହୋଇଥିବା ମହିଳା ରୋଗୀ ଜଣକ ସମ୍ପୂର୍ଣ୍ଣ ସୁସ୍ଥ ହୋଇଯାଇଛନ୍ତି ଏବଂ ତାଙ୍କ ପରିବାର ସଦସ୍ୟଙ୍କର କୌଣସି ଲକ୍ଷଣ ନାହିଁ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ କହିଛି। ପୁରନ୍ଦର ତହସିଲ ବେଲସର ଗାଁର ୫୦ ବର୍ଷ … Continue reading କେରଳ ଓ ମହାରାଷ୍ଟ୍ରରେ ବ୍ୟାପୁଛି ଜିକା ଭାଇରସ୍