ଆସନ୍ତା ଦୁଇଦିନ ରାଜ୍ୟରେ ପାଗ ଶୁଖିଲା ରହିବ

ଭୁବନେଶ୍ବର : ରାଜ୍ୟରେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ବର୍ଷାର ବିଶେଷ ସମ୍ଭାବନା ନାହିଁ। କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ତେବେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଓଡ଼ିଶା ସଂଲଗ୍ନ ଅଞ୍ଚଳର ବାୟୁମଣ୍ଡଳର ଉପରି ଭାଗରେ ବାୟୁ ପ୍ରଭାବ‌ର ଯେଉଁ ସ୍ଥିତି ରହୁଛି, ତାହା ପ୍ରଭାବରେ ଆସନ୍ତା ୪ ଓ ୫ ତାରିଖ ଆଡ଼କୁ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ … Continue reading ଆସନ୍ତା ଦୁଇଦିନ ରାଜ୍ୟରେ ପାଗ ଶୁଖିଲା ରହିବ