ରାଜଧାନୀରୁ ଚିହ୍ନଟ ହେଲେ ୨୨୩ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୪୬ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୭ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୦୦୬୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୭୧୫୪ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏବେ ବି ୨୫୯୫ଟି କରୋନା ସକ୍ରିୟ ମାମଲା … Continue reading ରାଜଧାନୀରୁ ଚିହ୍ନଟ ହେଲେ ୨୨୩ଜଣ କରୋନା ଆକ୍ରାନ୍ତ