ଆସନ୍ତାକାଲି ଠାରୁ ଖୋଲିବ କଟକ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ

କଟକ: ଆସନ୍ତାକାଲି ଠାରୁ କଟକ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ। ଏନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀଶଙ୍କର ଚୟନି। ସେ କହିଛନ୍ତି, ଆସନ୍ତାକାଲି ଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ମା ଚର୍ଚିକା, ଭଟ୍ଟାରିକା ପୀଠ ଓ ବାବା ଧବଳେଶ୍ବରଙ୍କ ପୀଠ। କୋଭିଡି କଟକଣା ମଧ୍ୟରେ ଏ ସମସ୍ତ ଧର୍ମାନୁଷ୍ଠାନ ଖୋଲିବ। ମନ୍ଦିର ଭିତରେ ସାମାଜିକ ଦୂରତା ବଜାୟ ରଖାଯିବାକୁ ଗୁରୁତ୍ବ ଦିଆଯିବ। ତେବେ କଟକ ମହାନଗରରେ ଥିବା ଧର୍ମାନୁଷ୍ଠାନ ଖୋଲିବା … Continue reading ଆସନ୍ତାକାଲି ଠାରୁ ଖୋଲିବ କଟକ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ