ଭାରତ ପାଇଁ ଆଉ ଏକ ପଦକ ନିଶ୍ଚିତ କଲେ ରେସଲର ରବି ଦହିଆ

ଟୋକିଓ: ରେସଲର ରବି ଦହିଆ ଟୋକିଓ ଅଲିମ୍ପିକର ୫୭ କିଲୋଗ୍ରାମ ବର୍ଗର ସେମିଫାଇନାଲ ମ୍ୟାଚରେ ଜିତି ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ରବି କାଜାଖୀସ୍ଥାନର ରେସଲର ସାନାୟେଭ ନୁରିସଲାମଙ୍କୁ ହରାଇ ଭାରତ ପାଇଁ ସ୍ବର୍ଣ୍ଣ କିମ୍ବା ରୌପ୍ୟ ପଦକ ନିଶ୍ଚିତ କରିଛନ୍ତି। ସୂଚନା ମୁତାବକ ଭାରତୀୟ ରେସଲର ରବି କୁମାର ଟୋକିଓ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପୁରୁଷ ଫ୍ରିଷ୍ଟାଇଲ୍ ୫୭ କିଲୋଗ୍ରାମ ବର୍ଗରେ ଫାଇନାଲରେ ପ୍ରବେଶ କରିଛନ୍ତି।ରବି ସେମିଫାଇନାଲରେ … Continue reading ଭାରତ ପାଇଁ ଆଉ ଏକ ପଦକ ନିଶ୍ଚିତ କଲେ ରେସଲର ରବି ଦହିଆ