ଓଡ଼ିଶାରେ ୨୪ ଘଣ୍ଟାରେ ୧୩୧୫ ଜଣ କରୋନା ପଜିଟିଭ ଚିହ୍ନଟ

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୩ ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୬୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା … Continue reading ଓଡ଼ିଶାରେ ୨୪ ଘଣ୍ଟାରେ ୧୩୧୫ ଜଣ କରୋନା ପଜିଟିଭ ଚିହ୍ନଟ