ହକିରେ ଭାରତକୁ ଐତିହାସିକ ବ୍ରୋଞ୍ଜ

୪୧ ବର୍ଷ ପରେ ହକିରେ ଭାରତର ଐତିହାସିକ ବିଜୟ ଟୋକିଓ: ୪୧ ବର୍ଷ ପରେ ହକିରେ ଇତିହାସ ରଚିଲା ଭାରତ। ଟୋକିଓ ଅଲମ୍ପିକରେ ପୁରୁଷ ହକିର ଐତିହାସିକ ବିଜୟ। ଭାରତ ପାଇଁ ଆଉ ଏକ ପଦକ ଆଣି ଦେଇଛି ଭାରତର ପୁରୁଷ ହକି ଟିମ୍‌। ଏଥି ସହିତ ପୁଣି ଏକ ବ୍ରୋଞ୍ଜ ପଡିଛି ଭାରତ ଖାତାରେ। ଏହାକୁ ମିଶାଇ ଭାରତ ପଦକ ସଂଖ୍ୟା ୪ରେ ପହଞ୍ଚିଛି। ଆଜି ଭାରତ ପୁରଷ … Continue reading ହକିରେ ଭାରତକୁ ଐତିହାସିକ ବ୍ରୋଞ୍ଜ