ସୋରଡ଼ା ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରାଯାଉ : ବିଜେପି

ଭୁବନେଶ୍ବର : ବିଜେଡିର ସୋରଡ଼ା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ ଗତ ତିନିଟି ବିଧାନସଭା ନିର୍ବାଚନରେ ମିଥ୍ୟା ସତ୍ୟପାଠ ଦେଇଥିବାରୁ ତାଙ୍କର ସଭ୍ୟପଦ ରଦ୍ଦ କରାଯାଉ ବୋଲି ବିଜେପି ଦାବି କରିଛି। ଆଜି ଏନେଇ ବିଜେପିର ଏକ ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବି ପତ୍ର ଦେଇଛି। ବିଜେପି ଅଭିଯୋଗ କରିଛି ଯେ, ଗତ ତିନିଟି ନିର୍ବାଚନରେ ସୋରଡ଼ା ବିଧାୟକ ଶ୍ରୀ ସ୍ବାଇଁ ତାଙ୍କର ଶିକ୍ଷାଗତ … Continue reading ସୋରଡ଼ା ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରାଯାଉ : ବିଜେପି