ଏମ୍ସରେ ପ୍ରହସନ ପାଲଟିଛି ବିଜୁ ସ୍ବାସ୍ଥ୍ୟ ଯୋଜନା

ଭୁବନେଶ୍ବର : ଏମ୍ସରେ ପ୍ରହସନ ପାଲଟିଛି ବିଜୁ ସ୍ବାସ୍ଥ୍ୟ ଯୋଜନା। ସୁବିଧା ପାଇବା ପାଇଁ ଦୁଇ ଦିନ ଧରି ଧାଡ଼ିରେ ଛିଡ଼ା ହେଉଛନ୍ତି ରୋଗୀଙ୍କ ସମ୍ପର୍କୀୟ। ଏଥିଯୋଗୁଁ ଅନେକ ଆବେଦନ ପାଇଁ ଆଗ୍ରହ ପ୍ରକାଶ କରୁନାହାନ୍ତି। ଏହି ଯୋଜନାରେ ପ୍ରତିଦିନ ଆବେଦକଙ୍କ ସଂଖ୍ୟା ଶହେରୁ ଅଧିକ। କିନ୍ତୁ ଦୈନିକ ମାତ୍ର ୧୦ରୁ ୧୨ ରୋଗୀଙ୍କୁ ଟୋକନ୍‌ ମିଳୁଥିବାରୁ ସମ୍ପର୍କୀୟମାନେ ନାକେଦମ୍‌ ହୋଇ ପଡ଼ୁଛନ୍ତି। ମାର୍ଚ୍ଚ ମାସରୁ ରାଜ୍ୟ ସରକାରଙ୍କ ପକ୍ଷରୁ … Continue reading ଏମ୍ସରେ ପ୍ରହସନ ପାଲଟିଛି ବିଜୁ ସ୍ବାସ୍ଥ୍ୟ ଯୋଜନା