ଭାରତ ପାଇଁ ଖୁସି ଖବର : କୁସ୍ତିରେ ବ୍ରୋଞ୍ଚ ପଦକ ଜିତିଲେ ବଜରଙ୍ଗ ପୁନିଆ

ନୂଆଦିଲ୍ଲୀ: ଭାରତ ପାଇଁ ଟୋକିଓ ଅଲିମ୍ପିକରୁ ଆଜି ଖୁସି ଖବର ଆଣିଦେଇଛନ୍ତି ବଜରଙ୍ଗ ପୁନିଆ। ବଜରଙ୍ଗ ଆଜି କାଜାଖୀସ୍ତାନର ରେସଲର ଦାଉଲେତ ନିୟଜବେକଭଙ୍କୁ ପରାସ୍ତ କରିଛନ୍ତି। ସେ ଦାଉଲେତ ନିୟଜବେକଭଙ୍କୁ ୮-୦ରେ ପରାସ୍ତ କରିଛନ୍ତି। ଆଉ ବଜରଙ୍ଗ ପଦକ ଜିତିବା ପରେ ଭାରତର ପଦକ ସଂଖ୍ୟା ୬ରେ ପହଂଚିଛି। ଭାରତ ଲଣ୍ଡନ ଅଲିମ୍ପିକରେ ମଧ୍ୟ ୬ଟି ପଦକ ଜିତିଥିଲା। ବଜରଙ୍ଗ ଜିତିବା ପରେ ଗୋଟିଏ ସଂସ୍କରଣରୁ ଭାରତ ସର୍ବାଧିକ କୁସ୍ତି … Continue reading ଭାରତ ପାଇଁ ଖୁସି ଖବର : କୁସ୍ତିରେ ବ୍ରୋଞ୍ଚ ପଦକ ଜିତିଲେ ବଜରଙ୍ଗ ପୁନିଆ