ବିଶ୍ୱ ଚାଖିବ କୋରାପୁଟ କଫିର ସ୍ୱାଦ : ଅନ୍ତର୍ଜାତୀୟ ବଜାରରେ ବିକ୍ରି କରିବ ଟାଟା କମ୍ପାନୀ

କୋରାପୁଟ: ଭାରତ କାହିଁକି ବିଶ୍ୱ ଚାଖିବ କୋରାପୁଟ କଫିର ସ୍ୱାଦ। କୋରାପୁଟ କଫି ବିନ୍‌କୁ ପକ୍ରିୟାକରଣ କରି ବିଶ୍ୱ ବଜାରରେ ଛାଡିବ ବହୁଦେଶୀୟ କମ୍ପାନି ଟାଟା। ଶନିବାର କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ୨୭୮ହଜାର ୭୯୦ କେଜି କଫି ବିନ୍‌ ଟାଟାକୁ ବିକ୍ରି କରାଯାଇଛି। କୋରାପୁଟ ଜିଲ୍ଲାପାଳ ଅବଦ୍ଦଲ ଏମ.ଅଖତର ସବୁଜ ପତାକା ଦେଖାଇ କୋରାପୁଟରୁ ବାହାରିଥିବା କଫି ଟ୍ରକକୁ ବିଦାୟ ଦେଇଛନ୍ତି। କୋରାପୁଟ ଜିଲ୍ଲାର ୧୯୩ ଜଣ କଫି … Continue reading ବିଶ୍ୱ ଚାଖିବ କୋରାପୁଟ କଫିର ସ୍ୱାଦ : ଅନ୍ତର୍ଜାତୀୟ ବଜାରରେ ବିକ୍ରି କରିବ ଟାଟା କମ୍ପାନୀ