କୋଭିସିଲ୍ଡ ଓ କୋଭାକ୍ସିନ ଟିକାର ମିଶ୍ରିତ ଡୋଜ ଅଧିକ ପ୍ରଭାବଶାଳୀ: ଆଇସିଏମଆର

ନୂଆଦିଲ୍ଲୀ: ଦେଶରେ ଦ୍ରୁତଗତିରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ରୋକିବାକୁ ଟିକାକରଣ ହିଁ ଏକମାତ୍ର ବିକଳ୍ପ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏହି କାରଣରୁ କୋଭିଡ-୧୯ ଟିକାକୁ ନେଇ ଏବେ ବି ପରୀକ୍ଷା ଜାରି ରହିଛି। ଏହି କ୍ରମରେ ଅନ୍ୟ ଦେଶ ଭଳି ଭାରତରେ ବି ଟିକାର ମିଶ୍ରିତ ଡୋଜକୁ ନେଇ ପରୀକ୍ଷା ନିରୀକ୍ଷା ଜାରି ରହିଛି। ଏହି ପରୀକ୍ଷାକୁ ନେଇ ଇଣ୍ଡିଆନ କାଉଁସିଲ ଅଫ୍ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) … Continue reading କୋଭିସିଲ୍ଡ ଓ କୋଭାକ୍ସିନ ଟିକାର ମିଶ୍ରିତ ଡୋଜ ଅଧିକ ପ୍ରଭାବଶାଳୀ: ଆଇସିଏମଆର