୨୪ ଘଣ୍ଟାରେ ଓଡ଼ିଶାରେ ୧୨୪୩ କରୋନା ସଂକ୍ରମିତ: ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୩ … Continue reading ୨୪ ଘଣ୍ଟାରେ ଓଡ଼ିଶାରେ ୧୨୪୩ କରୋନା ସଂକ୍ରମିତ: ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯