ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୪୧ ଜଣ କରୋନା ଆକ୍ରାନ୍ତ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୩

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୭ … Continue reading ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୪୧ ଜଣ କରୋନା ଆକ୍ରାନ୍ତ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୩