୨୪ ଘଣ୍ଟାରେ ୧୧୦୭ ଜଣ କରୋନା ସଂକ୍ରମିତ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୭

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୦୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୪୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୪ … Continue reading ୨୪ ଘଣ୍ଟାରେ ୧୧୦୭ ଜଣ କରୋନା ସଂକ୍ରମିତ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୭