ଆଉ ୧୦ ବର୍ଷ ପାଇଁ ଭାରତୀୟ ହକିର ପ୍ରାୟୋଜକ ରହିବ ଓଡ଼ିଶା

ହକି କେବଳ ଏକ ଖେଳ ନୁହେଁ,ଏହା ଜାତୀୟ ସଂହତି, ଏକତା ଓ ଅଖଣ୍ଡତାର ସୂତ୍ରଧର: ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ‘‘ଓଡ଼ିଶା ଆଉ ୧୦ ବର୍ଷ ପାଇଁ ଭାରତୀୟ ହକିର ପ୍ରାୟୋଜକ ରହିବ’’। ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇଥିବା ଭାରତୀୟ ପୁରୁଷ ଓ ମହିଳା ହକି ଖେଳାଳିଙ୍କ ପାଇଁ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ସ୍ବତନ୍ତ୍ର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ … Continue reading ଆଉ ୧୦ ବର୍ଷ ପାଇଁ ଭାରତୀୟ ହକିର ପ୍ରାୟୋଜକ ରହିବ ଓଡ଼ିଶା