ଘରୋଇ ଗ୍ୟାସ ସିଲିଣ୍ଡରର ଦାମ ୨୫ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ: ପୁଣିଥରେ ଘରୋଇ ଗ୍ୟାସ ସିଲିଣ୍ଡରର ଦାମ ବୃଦ୍ଧି କରାଯାଇଛି। ତୈଳ କମ୍ପାନିମାନଙ୍କ ଦ୍ୱାରା ଘରୋଇ ଗ୍ୟାସ ସିଲିଣ୍ଡରର ଦାମ ୨୫ ଟଙ୍କା ବୃଦ୍ଧି କରାଯାଇଛି। ଏହା ପୂର୍ବରୁ ଜୁଲାଇ ମାସରେ ବି ଗ୍ୟାସ ସିଲିଣ୍ଡରର ଦାମ ୨୫.୫୦ ଟଙ୍କା ବୃଦ୍ଧି କରାଯାଇଥିଲା। ଏବେ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ଫଳରେ ଦିଲ୍ଲୀରେ ୧୪.୨କିଲୋଗ୍ରାମ ସିଲିଣ୍ଡରର ଦାମ ୮୫୯.୫ ଟଙ୍କା ହୋଇଛି। ଜୁନ ମାସରେ ଦିଲ୍ଲୀରେ ୧୪ କିଲୋଗ୍ରାମ ଗ୍ୟାସ … Continue reading ଘରୋଇ ଗ୍ୟାସ ସିଲିଣ୍ଡରର ଦାମ ୨୫ଟଙ୍କା ବୃଦ୍ଧି