ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧୧ ଜଣ କରୋନା ପଜିଟିଭ ଚିହ୍ନଟ : ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏମାନଙ୍କ ମଧ୍ୟରୁ ୫୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫୨ ଜଣ … Continue reading ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧୧ ଜଣ କରୋନା ପଜିଟିଭ ଚିହ୍ନଟ : ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ