୧୦୫୫୧୨ରେ ପହଞ୍ଚିଲା ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ୨୩୭ଜଣଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୭୭ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୬୦ଜଣ କରୋନା ଆକ୍ରାନ୍ତ ରହିଛନ୍ତି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରାଜଧାନୀରୁ ୧୮୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ନୂଆ … Continue reading ୧୦୫୫୧୨ରେ ପହଞ୍ଚିଲା ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା