୨୦୨୦ ମସିହା ପାଇଁ ସାହିତ୍ୟିକା ଯଶୋଧାରା ମିଶ୍ରଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ନୂଆଦିଲ୍ଲୀ: ଓଡ଼ିଆ ସାହିତ୍ୟର ଜଣାଶୁଣା ସାହିତ୍ୟିକା ଯଶୋଧାରା ମିଶ୍ରଙ୍କୁ ୨୦୨୦ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଦିଆଯିବ। ଯଶୋଧାରଙ୍କ ପୁସ୍ତକ ‘ସମୁଦ୍ରକୂଳ ଘର’ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ। ଯଶୋଧାରାଙ୍କୁ ପୁରସ୍କାର ସ୍ୱରୂପ ତାମ୍ର ଫଳକ ସହ ଏକ ଲକ୍ଷ ଟଙ୍କା ଦିଆଯିବ। ସୂଚନା ମୁତାବକ ଯଶୋଧାରାଙ୍କ ପୁସ୍ତକ ‘ସମୁଦ୍ରକୂଳ ଘର’ ଜୁରୀ ମେମ୍ବରଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ହୋଇଥିଲା ଓ ସର୍ବାଧିକ ସମର୍ଥନ ପାଇଥିଲା। … Continue reading ୨୦୨୦ ମସିହା ପାଇଁ ସାହିତ୍ୟିକା ଯଶୋଧାରା ମିଶ୍ରଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର