ଭୁବନେଶ୍ବରରୁ ଗତ ୨୪ ଘଣ୍ଟାରେ ୨୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ୪୦୦ଭିତରେ ରହିଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୪ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ … Continue reading ଭୁବନେଶ୍ବରରୁ ଗତ ୨୪ ଘଣ୍ଟାରେ ୨୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ