କାବୁଲ ବିମାନବନ୍ଦରରେ ଆତ୍ମଘାତୀ ବୋମା ବିସ୍ଫୋରଣ : ୩ ଆମେରିକୀୟ ସୈନ୍ୟ ଆହତ

କାବୁଲ : କାବୁଲର ହାମିଦ କାର୍ଜାଇ ଅନ୍ତର୍ଜାତୀୟ ବିମାନ ବନ୍ଦରର ଆବେ ଗେଟ୍ ନିକଟରେ ଆଜି ସଂଧ୍ୟାରେ ଦୁଇଟି ବଡ଼ ଧରଣର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ତେବେ ଏହି ବିସ୍ଫୋରଣରେ କେତେ ଜଣ ମୃତାହତ ହୋଇଛନ୍ତି ସେ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଏହି ବିସ୍ଫୋରଣ ସମ୍ପର୍କରେ ପେଣ୍ଟାଗନ ମୁଖପାତ୍ର ଜନ କର୍ବି ଟ୍ବିଟ କରି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ଯେ ମୃତାହତଙ୍କ ସମ୍ପର୍କରେ ସବିଶେଷ ତଥ୍ୟ … Continue reading କାବୁଲ ବିମାନବନ୍ଦରରେ ଆତ୍ମଘାତୀ ବୋମା ବିସ୍ଫୋରଣ : ୩ ଆମେରିକୀୟ ସୈନ୍ୟ ଆହତ