ଅଭିନେତା ବବି ମିଶ୍ରଙ୍କ ନାଁରେ ସଙ୍ଗୀନ ଅଭିଯୋଗ : ନୟାପଲ୍ଲୀ ଥାନାରେ ଅଟକ

ଭୁବନେଶ୍ବର: ଓଡ଼ିଆ ସିନେ ଜଗତର ଜଣାଶୁଣା ଅଭିନେତା ବବି ମିଶ୍ରଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆସିବା ପରେ ତାଙ୍କୁ ଥାନାରେ ପହଞ୍ଚିଥିବାର ଖବର ମିଳିଛି। ମଦ ପିଇ ତାଙ୍କୁ ମାଡ଼ ମାରିବା ସହ ଗାଳି ଗୁଳଜ କରିଥିବା ଅଭିଯୋଗରେ ନୟାପଲ୍ଲୀ ଥାନାରେ ଅଭିନେତା ବବି ମିଶ୍ରଙ୍କ ନାଁରେ ଅଭିଯୋଗ କରିଛନ୍ତ ପଡ଼ୋଶୀ। ତାଙ୍କର ଅଭିଯୋଗ ଅନୁଯାୟୀ, ମଦ ନିଶାରେ ବନ୍ଧୁକ ଦେଖାଇ ତାଙ୍କ ପତ୍ନୀଙ୍କୁ ବାହା ହେବା ପାଇଁ ଜିଦ … Continue reading ଅଭିନେତା ବବି ମିଶ୍ରଙ୍କ ନାଁରେ ସଙ୍ଗୀନ ଅଭିଯୋଗ : ନୟାପଲ୍ଲୀ ଥାନାରେ ଅଟକ