ଟୋକିଓ ପାରାଲିମ୍ପିକ୍ସ୍‌: ଟେବୁଲ୍‌ ଟେନିସ୍‌ରେ ରୌପ୍ୟ ପଦକ ଜି‌ଣିଲେ ଭାବିନା ପଟେଲ୍‌

ନୂଆଦିଲ୍ଲୀ: ଜାପାନର ରାଜଧାନୀ ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ୍‌ର ଟେୁବୁଲ୍‌ ଟେନିସ୍ ପ୍ରତିଯୋଗିତାରେ ଆଜି ରୌପ୍ୟ ପଦକ ଜିଣି ଭାରତର ଭାବିନା ପଟେଲ୍‌ ଇତିହାସ ସୃଷ୍ଟି କରିଛନ୍ତି। ପାରାଲିମ୍ପିକ୍ସ୍ ପଦକ ଜିଣିବାରେ ସେ ହେଉଛନ୍ତି ଦ୍ବିତୀୟ ଭାରତୀୟ ମହିଳା। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାବିନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସ୍ବର୍ଣ୍ଣ ପଦକ ପ୍ରତିଯୋଗିତାରେ ବିଶ୍ବର ୧ ନମ୍ବର କ୍ରୀଡ଼ିକା ଜୋଉ ୟିଙ୍ଗ୍‌ଙ୍କ ଠାରୁ ପରାସ୍ତ … Continue reading ଟୋକିଓ ପାରାଲିମ୍ପିକ୍ସ୍‌: ଟେବୁଲ୍‌ ଟେନିସ୍‌ରେ ରୌପ୍ୟ ପଦକ ଜି‌ଣିଲେ ଭାବିନା ପଟେଲ୍‌