୨୪ ଘଣ୍ଟା ଭିତରେ ୫ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, କନ୍ଧମାଳ, ନବରଙ୍ଗପୁର. … Continue reading ୨୪ ଘଣ୍ଟା ଭିତରେ ୫ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା