ସେପ୍ଟେମ୍ବର ମାସ କୋଭିଡ୍ ଗାଇଡଲାଇନ : ହଟିଲା ସପ୍ତାହାନ୍ତ

ସଟଡାଉନ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ପୌରାଞ୍ଚଳରେ ରାତ୍ରିକାଳୀନ କର୍ଫ୍ୟୁ ଭୁବନେଶ୍ବର : ରାଜ୍ୟ ସରକାର ଆଜି ସେପ୍ଟେମ୍ବର ମାସ ପାଇଁ କୋଭିଡ୍ ଗାଇଡଲାଇନ ଘୋଷଣା କରିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ସରକାର ଏଥର କଟକଣାକୁ ଆହୁରି କୋହଳ କରିଛନ୍ତି। ଏ ସମ୍ପର୍କରେ ଘୋଷଣା କରି ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି ଯେ ଏଣିକି ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ … Continue reading ସେପ୍ଟେମ୍ବର ମାସ କୋଭିଡ୍ ଗାଇଡଲାଇନ : ହଟିଲା ସପ୍ତାହାନ୍ତ