ଆଉ ନାହାନ୍ତି ଲୋକପ୍ରିୟ ଟେଲି-ଅଭିନେତା ସିଦ୍ଧାର୍ଥ ଶୁକ୍ଲା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ତଥା ମଡେଲ ସିଦ୍ଧାର୍ଥ ଶୁକ୍ଲାଙ୍କର ଆଜି ପରଲୋକ ଘଟିଛି। ହୃଦଘାତ ଯୋଗୁଁ ମାତ୍ର ୪୦ବର୍ଷ ବୟସରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ମୁମ୍ବାଇର କୁପର ହସ୍ପିଟାଲକୁ ସିଦ୍ଧାର୍ଥଙ୍କୁ ଚିକିତ୍ସା ଲାଗି ଅଣାଯିବା ବେଳକୁ ତାଙ୍କର ମୃତ୍ୟୁ ହୋଇ ସାରିଥିଲା ବୋଲି ହସ୍ପିଟାଲ୍ ସୂତ୍ରରୁ ପ୍ରକାଶ। ରିୟଲିଟି ସୋ’ ବିଗବସ୍ ସିଜନ ୧୩ର ବିଜେତା ସିଦ୍ଧାର୍ଥ ଜଣେ ମଡେଲ୍ ଭାବେ କ୍ୟାରୟର ଆରମ୍ଭ କରିଥିଲେ। ଏହାପରେ … Continue reading ଆଉ ନାହାନ୍ତି ଲୋକପ୍ରିୟ ଟେଲି-ଅଭିନେତା ସିଦ୍ଧାର୍ଥ ଶୁକ୍ଲା