ତାଲିବାନ ଆତଙ୍କବାଦୀ ହୈବତୁଲ୍ଲା ଅଖୁନ୍ଦଜାଦା ଆଫଗାନିସ୍ତାନ ସରକାରର ମୁଖ୍ୟ ହେବା ସୁନିଶ୍ଚିତ

କାବୁଲ୍‌: ସର୍ବୋଚ୍ଚ ନେତା ହୈବତୁଲ୍ଲା ଅଖୁନ୍ଦଜାଦା ନୂତନ ଆଫଗାନିସ୍ତାନ ସରକାରର ମୁଖ୍ୟ ହେବେ ବୋଲି ବୁଧବାର ଦିନ ତାଲିବାନ୍ ସୂଚନା ଦେଇଛି। ଆଫଗାନିସ୍ତାନର ପରବର୍ତ୍ତୀ ସରକାରରେ ପ୍ରଧାନମନ୍ତ୍ରୀ ପଦ ରହିବ ବୋଲି ମଧ୍ୟ ସୂଚନା ମିଳୁଥିବା କଥା ‘ଟୋଲୋ ନିଉଜ୍‌’ ରିପୋର୍ଟ କରିଛି। ‘ତାଲିବାନ୍‌ କଲ୍‌ଚୁରାଲ୍‌ କମିସନ୍‌’ର ଅନ୍ୟତମ ସଦସ୍ୟ ଅନାମୁଲ୍ଲା ସମନଗନି ସୂଚନା ଦେଇଛନ୍ତି, ତାଲିବାନ୍‌ ନେତା ମୁଲ୍ଲା ହୈବତୁଲ୍ଲା ଅଖୁନ୍ଦଜାଦା ନୂତନ ସରକାରର ମୁଖ୍ୟ ହେବେ। ସେ … Continue reading ତାଲିବାନ ଆତଙ୍କବାଦୀ ହୈବତୁଲ୍ଲା ଅଖୁନ୍ଦଜାଦା ଆଫଗାନିସ୍ତାନ ସରକାରର ମୁଖ୍ୟ ହେବା ସୁନିଶ୍ଚିତ