ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା : ସ୍କାଏମେଟ୍

ଭୁବନେଶ୍ବର : ସେପ୍ଟେମ୍ବର ୫-୬ ଆଡ଼କୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଦ୍ବାରା ପୂର୍ବ, ମଧ୍ୟ ଓ ଉତ୍ତର ଭାରତରେ ବର୍ଷା ପରିମାଣ ବଢିବ ବୋଲି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ କହିଛି। ସ୍କାଏମେଟ୍ ପକ୍ଷରୁ କୁହାଯାଇଛି ଯେ ସେପ୍ଟେମ୍ବର ମାସରେ ଭଲ ବର୍ଷାର ସମ୍ଭାବନା ରହିଛି। ଏହି ମାସରେ ୩-୪ଟି ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏପରି … Continue reading ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା : ସ୍କାଏମେଟ୍