୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା : ୟେଲୋୱାର୍ଣ୍ଣିଙ୍ଗ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଆଜି ଅପରାହ୍ନରୁ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୨୦ଟି ଜିଲ୍ଲାରେ ବର୍ଷା ପବନ ଓ ବଜ୍ରପାତ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଙ୍ଗ ବା ହଳଦିଆ ଚେତାବନୀ ଜାରି କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ … Continue reading ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା : ୟେଲୋୱାର୍ଣ୍ଣିଙ୍ଗ ଜାରି