ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ

ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ନବୀନ ଟୋକିଓ : ଟୋକିଓ ପାରା ଅଲିମ୍ପିକ୍ସରେ ଓଡ଼ିଶା ସମେତ ସାରା ଦେଶ ପାଇଁ ଗୌରବ ଆଣିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ସେ ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ପ୍ରମୋଦ ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଗ୍ରେଟ ବ୍ରିଟେନର ଡାନିଏଲ ବେଥେଲଙ୍କୁ ହରାଇ ସ୍ବର୍ଣ୍ଣ ଜିତିଛନ୍ତି। ଡାନିଏଲଙ୍କୁ ସେ ସିଧାସଳଖ ୨୧-୧୪, ୨୧-୧୭ ସେଟରେ ପରାସ୍ତ କରିଛନ୍ତି। ବିଶ୍ବର ନଂ୧ ମାନ୍ୟତା ପ୍ରାପ୍ତ … Continue reading ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ