ସେପ୍ଟେଟର ୩୦ରେ କରୋନା କଟକଣା ସହ ପିପିଲି ଉପନିର୍ବାଚନ ହେବ: ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଳ କୁମାର ଲୋହାନୀ ଆଜି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। କରୋନା କଟକଣା ମାନି ନିର୍ବାଚନରେ ସମସ୍ତ କାମ କରାଯିବ। ରୋଡ଼ ସୋ’, ସାଇକେଲ ରାଲି, ବାଇକ ରାଲିକୁ ବାରଣ ହୋଇଛି। ସେହିଭଳି ଦ୍ୱାରକୁ ଦ୍ୱାର ନିର୍ବାଚନ କ୍ୟାମ୍ପେନରେ ପ୍ରାର୍ଥୀଙ୍କ ସହ ମାତ୍ର ୫ ଜଣ କର୍ମୀ ମତଦାତାଙ୍କ ପାଖକୁ ଯାଇପାରିବେ। ତେବେ ସବୁଠାରୁ ବଡ କଥା ହେଉଛି ମତଦାନର … Continue reading ସେପ୍ଟେଟର ୩୦ରେ କରୋନା କଟକଣା ସହ ପିପିଲି ଉପନିର୍ବାଚନ ହେବ: ମୁଖ୍ୟ ନିର୍ବାଚନ ଅଧିକାରୀ