ଗତ ୨୪ ଘଣ୍ଟାରେ ଭୁବନେଶ୍ବରରୁ ୧୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୨୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୭ଜଣ ଥିବା … Continue reading ଗତ ୨୪ ଘଣ୍ଟାରେ ଭୁବନେଶ୍ବରରୁ ୧୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ