ଅଙ୍ଗରକ୍ଷୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା : ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ସମନ କଲା ସିଆଇଡି

କୋଲକାତା: ବିଜେପି ନେତା, ନନ୍ଦିଗ୍ରାମ ବିଧାୟକ ତଥା ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀଦଳର ନେତା ଥିବା ଶୁଭେନ୍ଦୁ ଅଧିକାରୀ ତାଙ୍କର ଅଙ୍ଗରକ୍ଷୀଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଫସି ଯାଇଛନ୍ତି। ଏହି ଘଟଣାରେ ତଦନ୍ତର ସମୁଖୀନ ହେବାପାଇଁ ମାମଲାର ତଦନ୍ତ କରୁଥିବା ପଶ୍ଚିମବଙ୍ଗ ସିଆଇଡି ବିରୋଧୀଦଳର ନେତା ଶୁଭେନ୍ଦୁ ଆଧିକାରୀଙ୍କୁ ସମନ ଜାରି କରିଛନ୍ତି। ଆସନ୍ତା ସୋମବାର ଦିନ ଭବାନୀ ଭବନ ଠାରେ ଥିବା ସିଆଇଡି ମୁଖ୍ୟାଳୟରେ ତଦନ୍ତ ଅଧିକାରୀଙ୍କ ନିକଟରେ ହାଜର … Continue reading ଅଙ୍ଗରକ୍ଷୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା : ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ସମନ କଲା ସିଆଇଡି