୬ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ପୂର୍ବ ଆକଳନ ଅନୁଯାୟୀ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ସୋମବାର ବର୍ଷା ଆରମ୍ଭ ହୋଇଯାଇଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇଛି। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ରାଜ୍ୟରେ ଆଉ ୨୪ ଘଣ୍ଟା ଲଘୁଚାପଜନିତ ବର୍ଷା ଲାଗି ରହିବ ଏବଂ ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବ। … Continue reading ୬ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି