ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବିଜେଡିରୁ ନିଲମ୍ବନ କଲେ ସୁପ୍ରିମୋ

ଦଳ ଓ ଜିଲ୍ଲା ପ୍ଲାନିଂ କମିଟି ଅଧ୍ୟକ୍ଷ ପଦରୁ ମଧ୍ୟ ବିଦା ହେଲେ ଭୁବନେଶ୍ୱର: ବିଜେପି କର୍ମୀଙ୍କୁ ମାଡ଼ମାରିବା ଖୋର୍ଦ୍ଧା ଜିଲ୍ଲା ଚିଲିକା ବଧାୟକଙ୍କ ପାଇଁ ମହଙ୍ଗା ପଡ଼ିଛି। ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ବିଜୁ ଜନତା ଦଳ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି। ବିଜେଡରୁି ପ୍ରଶାନ୍ତ ନିଲମ୍ବିତ ହୋଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ନିଲମ୍ବନ କରିଛନ୍ତି। ଦଳରୁ ନିଲମ୍ବନ ସହ ଖୋର୍ଦ୍ଧା ଜିଲ୍ଲା ପ୍ଲାନିଂ କମିଟି … Continue reading ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବିଜେଡିରୁ ନିଲମ୍ବନ କଲେ ସୁପ୍ରିମୋ