ଟୋକିଓ ପାରା ଅଲମ୍ପିଆନ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିଥିବା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପାରାବ୍ୟାଡମିଣ୍ଟନ ରେ ଦେଶର ପ୍ରଥମ ଅଲିମ୍ପିକ୍ସ ସ୍ବର୍ଣ୍ଣ ଆଣିଥିବା ପ୍ରମୋଦ ଭଗତ ଦେଶର କ୍ରୀଡ଼ା ଇତିହାସରେ ନିଜର ଛାପ ଛାଡ଼ିଛନ୍ତି। ତାଙ୍କ ସଫଳତା ଅନ୍ୟ କ୍ରୀଡ଼ାବିତମାନଙ୍କୁ ଅନୁପ୍ରାଣିତ କରିବ। ସମ୍ବର୍ଦ୍ଧନା … Continue reading ଟୋକିଓ ପାରା ଅଲମ୍ପିଆନ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ