ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ‘ଆଜାଦି କା ଅମୃତ ମହୋତ୍ସବର’ ରୂପରେଖ ପ୍ରସ୍ତୁତ

ତଥ୍ୟ ସଂଗ୍ରହ, ନଥିକରଣ ଓ ଡିଜିଟାଲ ସଂରକ୍ଷଣ ଉପରେ ଗୁରୁତ୍ୱ ଭୁବନେଶ୍ୱର : ‘ଆଜାଦି କା ଅମୃତ ମହୋତ୍ସବ’ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବର୍ଷବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ରୂପରେଖ ପ୍ରସ୍ତୁତ ହୋଇଛି। ବିଭାଗ ପକ୍ଷରୁ ଆଜି ଅନୁଷ୍ଠିତ ଏକ ବୈଠକରେ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ବିଭାଗୀୟ ଅଧିକାରୀମାନଙ୍କ ସହ ଏ ବାବଦରେ ବିସ୍ତୃତ ଆଲୋଚନା କରିଥିଲେ। ଏହି ମହୋତ୍ସବର ବାର୍ତ୍ତା … Continue reading ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ‘ଆଜାଦି କା ଅମୃତ ମହୋତ୍ସବର’ ରୂପରେଖ ପ୍ରସ୍ତୁତ