ଦୁଷ୍କର୍ମ ପରେ ମହିଳାଙ୍କ ଗୁପ୍ତାଙ୍ଗରେ ରଡ ପୂରାଇ ଦେଲେ ଦୁଷ୍କର୍ମକାରୀ

ମୁମ୍ବାଇ: ମୁମ୍ବାଇରେ ୩୨ବର୍ଷର ମହିଳା ଦୁଷ୍କର୍ମର ଶିକାର ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମୁମ୍ବାଇର ସାକିନାକା ଅଞ୍ଚଳରେ ମହିଳା ଏହି ଦୁଷ୍କର୍ମର ଶିକାର ହୋଇଥିବା ଜଣାପଡ଼ିଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ଦୁଷ୍କର୍ମକାରୀକୁ ପୁଲିସ ଗିରଫ କରିଛି। ତେବେ ଦୁଷ୍କର୍ମକାରୀ ଦୁଷ୍କର୍ମ କରିବା ପରେ ମହିଳାଙ୍କ ଗୁପ୍ତାଙ୍ଗରେ ରଡ଼ ପୂରାଇ ଦେଇଥିବାର ଲୋମଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି … Continue reading ଦୁଷ୍କର୍ମ ପରେ ମହିଳାଙ୍କ ଗୁପ୍ତାଙ୍ଗରେ ରଡ ପୂରାଇ ଦେଲେ ଦୁଷ୍କର୍ମକାରୀ