ଇସ୍ତଫା ଦେଲେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ

ନୂଆଦିଲ୍ଲୀ: ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ବଦଳିଲା ଗୁଜୁରାଟର ରାଜନୀତି। ୫ବର୍ଷ କ୍ଷମତାରେ ରହିବା ପରେ ଇସ୍ତଫା ଦେଇଛନ୍ତି ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ। ଆଜି ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି। ବିଜୟ ରୂପାଣୀ କିଛି ସମୟ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ଦାଖଲ କରିଥିଲେ। ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ନିତିନ ପଟେଲ ମଧ୍ୟ ରାଜ୍ୟପାଳଙ୍କ ନିକଟକୁ ଯାଇଥିଲେ ବୋଲି ସୂଚନା … Continue reading ଇସ୍ତଫା ଦେଲେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ