ପାରାଲିମ୍ପିକ୍ସ ଖେଳାଳିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବିଦେଶରେ ଭାରତର ଟେକ ରଖିଥିବା ପାରାଲିମ୍ପିକ୍ସ ଖେଳାଳିଙ୍କୁ ଆଜି ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପୂର୍ବରୁ ପାରାଲିମ୍ପିକ୍ସରେ ଭାରତ ପାଇଁ ପଦକ ଆଣିଥିବା ଖେଳାଳିଙ୍କ ସହ ପ୍ରଧାନମନ୍ତ୍ରୀ ଟେଲିଫୋନ ମାଧ୍ୟରେ କଥା ହୋଇଥିବା ବେଳେ ଆଜି ସେମାନଙ୍କୁ ଭେଟି ସିଧାସଳଖ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ। ପାରାଲିମ୍ପିକ୍ସ ଖେଳାଳିମାନେ ଆଜି ଦିଲ୍ଲୀସ୍ଥିତ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଥିଲେ। ସେଠାରେ କ୍ରୀଡାମନ୍ତ୍ରୀ ଅନୁରାଗ ଠାକୁର ମଧ୍ୟ ଉପସ୍ଥିତ ଥିଲେ। ଟୋକିଓ ପାରାଲିମ୍ପିକ୍ସରେ ପଦକ … Continue reading ପାରାଲିମ୍ପିକ୍ସ ଖେଳାଳିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ