ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଖୁବ ଶୀଘ୍ର ଆମେରିକା ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେପ୍ଟେମ୍ବର ୨୪ରେ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଦ୍ୱାରା ଆୟୋଜିତ ହେବାକୁ ଥିବା ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବା ପାଇଁ ଆମେରିକା ଗସ୍ତ କରିବେ। କରୋନା ସଂକ୍ରମଣ ପାଇଁ ସବୁ ବୈଠକ ଭର୍ଚୁଆଲ ମୋଡରେ ହେଉଥିବା ବେଳେ ପ୍ରଥମ କରି ପ୍ରଧାନମନ୍ତ୍ରୀ ବ୍ୟକ୍ତିଗତ ଭାବେ ଶିଖର ସମ୍ମିଳନୀରେ ଯୋଗ ଦେବେ। ଏହି ସମ୍ମିଳନୀରେ ଭାରତ … Continue reading ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ