୨୪ ଘଣ୍ଟାରେ ଦେଶରେ ୩୦,୫୭୦ ନୂଆ କରୋନା ସଂକ୍ରମିତ : ମୃତ୍ୟୁସଂଖ୍ୟା ୪୩୧

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ଶହରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୦,୫୭୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୩୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ … Continue reading ୨୪ ଘଣ୍ଟାରେ ଦେଶରେ ୩୦,୫୭୦ ନୂଆ କରୋନା ସଂକ୍ରମିତ : ମୃତ୍ୟୁସଂଖ୍ୟା ୪୩୧