୧୮ରେ ଉତ୍ତରରେ ଓ ୧୯ରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଥିବା ଦେଖିବାକୁ ମିଳୁଛି। ଅନ୍ୟପଟେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ମାଆଁମାର ଉପକୂଳ ଉପରେ ଏବେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିମି ଉଚ୍ଚତାରେ ରହିଛି। ଏହା ଧୀରେଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୧୮ ତାରିଖ ଆଡ଼କୁ ଉତ୍ତର ଓଡ଼ିଶା ତଥା ପଶ୍ଚିମବଙ୍ଗ ଉପକୂଳର … Continue reading ୧୮ରେ ଉତ୍ତରରେ ଓ ୧୯ରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି