ଲଘୁଚାପର ରୂପ ନେବନି ଘୂର୍ଣ୍ଣିବଳୟ

ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର ଉପକୂଳ ଉପରେ ରହିଥିବା‌ ଘୂର୍ଣ୍ଣିବଳୟ ଏବେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୫.୮ କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଶନିବାର ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳସ୍ଥ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ଘୂର୍ଣ୍ଣିବଳୟ ଅଧିକ … Continue reading ଲଘୁଚାପର ରୂପ ନେବନି ଘୂର୍ଣ୍ଣିବଳୟ